viral blogger ରୂପା – ଚାଲନ୍ତୁ ଶୁଣିବା ରୂପାଙ୍କ କଣ୍ଠରୁ ସୁନ୍ଦର ଭଜନ,ଯାହାକୁ ଆଗରୁ ଏମିତି ଗୀତ ଶୁଣିନଥିବେ ! ମାତ୍ର ୪ ଘଣ୍ଟାରେ 253k ରୁ ଅଧିକ ଲୋକ ଦେଖି ସାରିଲେଣି,ଦେଖନ୍ତୁ ଭିଡ଼ିଓ….

ସୋସିଆଲ ମିଡ଼ିଆରେ ପ୍ରତିଦିନ ଅନେକ ବ୍ୟକ୍ତି କିଛି ନା କିଛି ଭିଡିଓ ସେୟାର କରିଥାନ୍ତି। ଆଉ ତା ଭିତରୁ କିଛି ଭିଡିଓ ଲୋକ ମାନଙ୍କୁ ଖୁବ୍ ପସନ୍ଦ ଆସେ ଆଉ ତାହା ରାତାରାତି ଭାଇରାଲ ହୋଇଯାଏ। ଏହି ଭାଇରାଲ ଭିଡିଓ ଗୁଡିକ ରାତାରାତି ଲୋକ ମାନଙ୍କୁ ଲୋକପ୍ରିୟ କରାଇବା ସହିତ ଲୋକ ମାନଙ୍କ ଭାଗ୍ୟ ବଦଳାଇ ଦିଏ।

ଆପଣ ମାନେ ଓଡ଼ିଶାର ଲୋକପ୍ରିୟ ଯୋଡ଼ି ରୂପା ଓ ପିଣ୍ଟୁ କୁ ତ ନିଶ୍ଚୟ ଭାବରେ ଜାଣିଥିବେ। ସୋସିଆଲ ମିଡିଆରେ ଦୁହେଁ ଅତି ପରିଚିତ ଚେହେରା। ପ୍ରଥମେ ଏହି ସ୍ବାମୀ ସ୍ତ୍ରୀ ଟିକଟକ୍ ଆପ ଜରିଆରେ ଭିଡିଓ କରିବା ଆରମ୍ଭ କରିଥିଲେ।

ଧିରେ ଧିରେ ତାଙ୍କର ଭିଡିଓ ସବୁ ଲୋକ ମାନଙ୍କୁ ଭଲ ଲାଗିଲା। ଏହିଭଳି ଭାବରେ ଦୁହେଁ ଓଡ଼ିଶାରେ ଲୋକପ୍ରିୟ ହେବାକୁ ଲାଗିଲେ। ପରବର୍ତ୍ତୀ ସମୟରେ ଦୁହେଁ ମିଶି ଏକ ୟୁ ଟ୍ୟୁବ୍ ଚ୍ୟାନେଲ ଖୋଲିଥିଲେ। ଯାହାର ନାଆଁ ହେଉଛି ରୂପା ,ପିଣ୍ଟୁ ଓ ଖୁସି ଏକ୍ସପ୍ରେସ।

ତେବେ ଏହି ଚ୍ୟାନେଲରେ ଦୁହେଁ ନିଜର ଦୈନନ୍ଦିନ ଜୀବନର କାର୍ଯ୍ୟ ସବୁ ରେକର୍ଡ କରି ପୋଷ୍ଟ କରିଲେ। ଓଡ଼ିଶାର ଲୋକମାନେ ମଧ୍ୟ ଏହାକୁ ଦେଖିବାକୁ ଭଲ ପାଇଲେ। ଏହିଭଳି ଭାବରେ ଧୀରେ ଧୀରେ ଦୁହିଁଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଲା। ଏବେ ଏହି ଯୋଡ଼ି ୟୁ ଟ୍ୟୁବ୍ ମାଧ୍ୟମରେ ମାସକୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି।


ଦୁହିଁଙ୍କ ଲୋକପ୍ରିୟତା ଦେଖି ଦୁହିଁଙ୍କୁ ଏକାଠି ଆଲବମ୍ କରିବାର ସୁଯୋଗ ଦିଆଗଲା। ଦୁହେଁ ଏକାଠି ଅନେକ ଓଡ଼ିଆ ଆଲବମ୍ ରେ ନଜର ଆସିଛନ୍ତି। ଆଉ ସେହି ସବୁ ଆଲବମ୍ ଗୁଡିକ ସୁପରହିଟ ମଧ୍ୟ ହୋଇଛି। ତେବେ ବର୍ତ୍ତମାନପୁଣି ଥରେ ଏକ ଆଲବମ ରେ ଏକାଠି ନଜର ଆସିବାକୁ ଯାଉଛନ୍ତି ରୂପା ଓ ପିଣ୍ଟୁ।

ସେହି ପରି ଭାବରେ ତାଙ୍କ ଘରେ ଲକ୍ଷ୍ମୀ ପୂଜା ହେଉଥିଲା ।ସେ ତାଙ୍କ ୟୁ ଟ୍ୟୁବ୍ ମାଧ୍ୟମରେ ଛାଡିଥିଲେ ତାଙ୍କର ଘରେ ଯେଉଁ ଲକ୍ଷ୍ମୀ ପୂଜା ହେଉଥିଲା ସେଥିରେ ରୂପା ମା ଲକ୍ଷ୍ମୀ ଙ୍କ ପୁରାଣ ପଢ଼ିଥିଲେ ।ମା ଲକ୍ଷ୍ମୀ ଙ୍କୁ ଭକ୍ତି ସହକାରେ ପୂଜା ବିଧି ପାଳନ କରିଥିଲେ।

ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ସେଇଥି ପାଇଁ ମା ଲକ୍ଷ୍ମୀ ଙ୍କ ପୂଜା କରାଯାଇଥାଏ। ମା ଲକ୍ଷ୍ମୀ ଙ୍କ ପୁରାଣ ବହୁତ ଭଲ ରେ ଗାଇଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।