ଓଃ..କି…ଡାନ୍ସ ….ବର୍ଷରେ ଭିଜି ରୂପ କଲେ ହଟ ଡ୍ୟାନ୍ସ,ଦେଖିଲେ ନିଜକୁ ସମ୍ଭାଳି ପାରିବେନି,ମାତ୍ର ୪ ଘଣ୍ଟାରେ 5 milion ରୁ ଅଧିକ ଲୋକ ଦେଖି ସାରିଲେଣି,ଦେଖନ୍ତୁ ଭିଡ଼ିଓ….

ରୂପା ଓ ପିଣ୍ଟୁ ଙ୍କ ଯୋଡ଼ି ସବୁବେଳେ ଦର୍ଶକ, ପ୍ରସଂଶକ ମାନଙ୍କ ସହିତ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି। ତେବେ ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ।ଲୋକେ ସେମାନଂକୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଂକୁ ଅନୁସରଣ ବି କରନ୍ତି।

ଏହି ସୁନ୍ଦର୍ ଯୋଡି ପାଇଁ ଏବେ ଅନେକ ଦର୍ଶକ ପାଗଳପ୍ରାୟ ଅଟନ୍ତି। ସେମାନେ ସେମାନଙ୍କ ଡାନ୍ସ ଏବଂ ଭଲପାଇବା ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି। ଅନେକ ସମୟରେ ସେମାନେ ତାଙ୍କର ଡାନ୍ସ କରିଥାନ୍ତି।, ନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି।ବନ୍ଧୁଗଣ ପୁଣି ସାମ୍ନାକୁ ଆସିଲା ରୂପା ଏବଂ ପିଣ୍ଟୁଙ୍କ ଏକ ବ୍ଲଗ୍ ଭିଡିଓ।

ଓଡ଼ିଶାରେ ଏବେ ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ଏହି ଦୁଇ ଯୋଡି ବେଶ୍ ପରିଚିତ ଚେହେରା ହୋଇ ପାରିଛନ୍ତି। ସେମାନେ ତାଙ୍କ ଟାଲେଣ୍ଟ କୁ ଦେଖାଇ ସମସ୍ତଙ୍କର ପ୍ରିୟ ହୋଇ ପାରିଛନ୍ତି। ସେମାନଙ୍କର ଲୋକପ୍ରିୟତା ବି ବହୁତ୍ ଅଧିକ ରହିଛି। ସେମାନଙ୍କର ଅନେକ ମ୍ୟୁଜିକ ଭିଡିଓ ଆପଣ ସମୟକ୍ରମେ ଦେଖିବାକୁ ପାଉଥିବେ।

ସେମାନଙ୍କ ଯୋଡି କେତେ ଜବରଦସ୍ତ ଯୋଡି ଅଟନ୍ତି ତାହା ଆପଣ ଜାଣି ପାରୁଥିବେ।ଉଭୟଙ୍କୁ ଅଗଣିତ ଦର୍ଶକ ଭଲ ପାଆନ୍ତି ଏବଂ ସେମାନଙ୍କ ପ୍ରସଂଶକ୍ ସଂଖ୍ୟା ମଧ୍ୟ ଅଧିକ। ସେମାନେ ମ୍ୟୁଜିକ ଭିଡିଓ ର ଏକ ନୂତନ ଅଧ୍ୟାୟ ସ.ବନ୍ଧୁଗଣ ପୁଣିଥରେ ଆସିବାକୁ ଯାଉଛି ଆପଣଙ୍କ ସମସ୍ତଂକ ପ୍ରିୟ ରୂପା ଓ ପିଣ୍ଟୁ ଙ୍କ ଏକ ଜବରଦସ୍ତ ଡାନ୍ସ ଭିଡିଓ।


ତାଙ୍କର ପ୍ରତିଟି ଭିଡିଓ ଲୋକ ମାନଙ୍କୁ ବହୁତ୍ ପସନ୍ଦ ଆସିଥାଏ। ତେବେ ଅନ୍ୟ ମାନଙ୍କ ଭଳି ସେମାନଙ୍କ ଅଭିନୟର ଡାନ୍ସ ର ଚାହିଦା ବେଶ୍ ଅଧିକ ରହିଛି।ଆପଣ ମାନେ ଜାଣି ପାରୁଥିବେ ଯେ ବର୍ତ୍ତମାନ ଓଡ଼ିଆ ଆଲବମ୍ ମ୍ୟୁଜିକ ଭିଡିଓ ବେଶ୍ ଲୋକପ୍ରିୟତା ହାସଲ କରିବାରେ ଲାଗିଛି ସୋସିଆଲ ମିଡିଆରେ।

ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି। ତେବେ ଆପଣ ତ ଜାଣିଛନ୍ତି କିପରି ଭାବରେ ଆମ ଓଡ଼ିଆ ଆଲବମ ଇଣ୍ଡଷ୍ଟ୍ରି ଏବେ ଆଲବମ୍ ଜଗତରେ ତାର ପାରଦର୍ଶିତା ହାସଲ କରିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହିଟ୍ ଗୀତକୁ ଭେଟି ଦେଉଛାନ୍ତି ଯୁବ ଆର୍ଟିଷ୍ଟ ମାନେ। ସବୁ ଗୀତର ସୁନ୍ଦର୍ ସଂଯୋଜନା ସାଙ୍ଗକୁ ନିର୍ଦ୍ଦେଶନା ମଧ୍ଯ ହୃଦୟସ୍ପର୍ଶୀ ହେଉଛି।

ଲୋକଙ୍କ ହୃଦୟକୁ ମଧ୍ଯ ଛୁଇଁ ପାରୁଛି ଏହି ସବୁ ଗୀତ। ଆଉ ଏସବୁରେ ସବୁଠାରୁ ଆଗରେ ରହିଛନ୍ତି ରୂପା ଏବଂ ପିଣ୍ଟୁ।ଅନେକ ଲୋକପ୍ରିୟ ଭିଡିଓ ଗୀତ ଏବଂ ଯୁବପିଢି ଙ୍କୁ ପସନ୍ଦ ଆସିବା ଭଳି ଭିଡିଓ ସବୁ ସେମାନେ କରିଥାନ୍ତି। ସେମାନେ ନିଜର ଟାଲେଣ୍ଟ କୁ ଉପଯୋଗ କରି ସେମାନେ ଅନେକ ସମୟରେ ସେମାନଙ୍କ ପ୍ରତିଭାକୁ ଦେଖାଇଥାନ୍ତି।

ବ୍ଲଗ୍ ଭିଡିଓ ମାଧ୍ଯମରେ ମଧ୍ୟ ସେମାନେ ତାଙ୍କର ପ୍ରସଂଶକଙ୍କ ନିକଟତର ହୁଅନ୍ତି। ତାଙ୍କର ଅନେକ ବ୍ଲଗ୍ ଭିଡିଓ ଆପଣ ତାଙ୍କର ୟୁ ଟ୍ୟୁବ୍ ଚ୍ୟାନେଲ ରେ ଦେଖିଥିବେ। ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି। ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।